Categories: ରାଜ୍ୟ

ପୁରୀ ଗଜପତିଙ୍କ ସୁନିଆ ଉତ୍ସବ, ଓଡ଼ିଆଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିବସ

ପୁରୀ(କେନ୍ଯୁଜ୍) : ଗଜପତିଙ୍କ ଶ୍ରୀନହରରେ ପାଳିତ ହୋଇଛି ସୁନିଆ ଉତ୍ସବ । ଏହି ଦିନଠାରୁ ଗଜପତିଙ୍କ ବର୍ଷ ଗଣନାର ଶୁଭାରମ୍ଭ ହେବାର ପରମ୍ପରା ରହିଛି । ଗତକାଲିଠାରୁ ନୂତନ ଅଙ୍କ ପ୍ରଚଳନ ହେବା ସହ ନୂତନ ମୁଦ୍ରା ମଧ୍ୟ ପ୍ରଚଳିତ ହୋଇଛି । ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା ।

ଗଜପତି ପାରମ୍ପରିକ ବେଷଭୂଷାରେ ସିଂହାସନ ଆରୋହଣ କରିଥିଲେ । ରାଜପ୍ରସାଦରେ ଇଷ୍ଟଦେବୀମାନଙ୍କୁ ପଜାର୍ଚ୍ଚନା ସହ ଗଜପତିଙ୍କୁ ସୁନିଆ ଭେଟି ପ୍ରଦାନ କରାଯାଇଥିଲା । ଏବେ ରାଜତନ୍ତ୍ର ନଥିଲେ ମଧ୍ୟ ଗଜପତିଙ୍କ ନୂତନ ଅଙ୍କର ପ୍ରଚଳନ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିବସ

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

5 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

13 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

29 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago