Categories: ରାଜ୍ୟ

ଅଫେରା ରାଇଜେ ଓଡିଆ ପାଇଲଟ ସୁନୀତ, ଗାଁରେ ଖେଳିଯାଇଛି ଶୋକର ଛାୟା

ଗଞ୍ଜାମ: ବାୟୁସେନା ବିମାନ ଦୁର୍ଘଟଣାରେ ଓଡ଼ିଆ ପାଇଲଟ୍‌ ସୁନୀତ ମହାନ୍ତିଙ୍କ ଦେହାନ୍ତ ହୋଇଛି। ଏହି ଖବର ଶୁଣିବା ପରେ ତାଙ୍କ ଜନ୍ମମାଟି ଗଞ୍ଜାମ ଜିଲ୍ଲାର ବଳିଆପଲ୍ଲୀ ଗାଁରେ ଶୋକାକୂଳ ପରିବେଶ ଓ ପରିବାରରେ କାନ୍ଦ ବୋବାଳି ଦେଖିବାକୁ ମିଳିଛି। ସୁନୀତଙ୍କୁ ହରାଇ ପୂରା ଗାଁ କାନ୍ଦୁଛି। ସୁନୀତ ନିଖୋଜ ହେବା ପରେ ତାଙ୍କର ସୁରକ୍ଷିତ ଫେରିବା ନେଇ ବଳିଆପଲ୍ଲୀ ଗାଁ ସମେତ ପୂରା ଗଞ୍ଜାମ ଜିଲ୍ଲାରେ ପୂଜାର୍ଚ୍ଚନା କରାଯାଇଥିଲା। କିନ୍ତୁ ସେ ଫେରିଲେ ନାହିଁ। ୨୦୧୨ ମସିହାରେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ ସୁନୀତ । ତାଙ୍କ ବାପା ମାଆ ଏବେ ଦିଲ୍ଲୀରେ ରହୁଛନ୍ତି ।

 

 

 

KNews Bureau

Recent Posts

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

1 hour ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

2 hours ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

3 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

4 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

4 hours ago

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

4 hours ago