Below header

ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ

ବାଲେଶ୍ବର(କେନ୍ଯୁଜ୍): ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ। ଲକ୍ଷ୍ୟଭେଦୀ କ୍ଷମତା ରହିଛି ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତି କରିପାରେ ସୁପରସୋନିକ୍‌ ମିସାଇଲ ବ୍ରହ୍ମୋସ।

ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି। ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ। ଏହାକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.