ନବରଙ୍ଗପୁର (କେନ୍ଯୁଜ୍) : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝରିଗାଁ ଲ୍ୟାମ୍ପସ୍ ସୁପରଭାଇଜର ଗୟାରାମ ମାଠିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଗୟାରାମଙ୍କ ୪ଟି ଘର, ପେଟ୍ରୋଲ ପମ୍ପ, ଗ୍ୟାସ୍ ଏଜେନ୍ସି ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଶେଷ ଖବର ସୁଦ୍ଧା ଚାରିଜଣ ଡିଏସ୍ପି ଓ ଛଅ ଜଣ ଇନ୍ସପେକ୍ଟର, ଅନ୍ୟ ଷ୍ଟାପ୍ଙ୍କ ମିଳିତ ସହଯୋଗରେ ଏହି ଚଢ଼ାଉ କରାଯାଇଛି।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…