ନିର୍ଭୟା ଦୋଷୀ ପଓ୍ଵନ ଗୁପ୍ତାର କ୍ୟୁରେଟିଭ୍‌ ପିଟିସନ୍‌ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନିର୍ଭୟା ଦୋଷୀ ପଓ୍ଵନ ଗୁପ୍ତାର କ୍ୟୁରେଟିଭ୍‌ ପିଟିସନ୍‌ ଖାରଜ । ସୁପ୍ରିମକୋର୍ଟ ପଓ୍ଵନର କ୍ୟୁରେଟିଭ୍‌ ପିଟିସନ୍‌ ଖାରଜ କରିଛନ୍ତି । ୪ ନିର୍ଭୟା ଦୋଷୀଙ୍କୁ ଆସନ୍ତାକାଲି ଫାଶୀ ଦିଆଯିବାର ଅଛି । ଏହା ପୂର୍ବରୁ ଦୋଷୀ ପଓ୍ଵନ ଗୁପ୍ତା ସୁପ୍ରିମକୋର୍ଟରେ କ୍ୟୁରେଟିଭ୍‌ ପିଟିସନ୍‌ ଦାଖଲ କରିଥିଲା । କୋର୍ଟ ତାର ପିଟିସନ୍‌ ଖାରଜ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.