ନୂଆଦିଲ୍ଲୀ: ନିର୍ଭୟା ଦୋଷୀ ପଓ୍ଵନ ଗୁପ୍ତାର କ୍ୟୁରେଟିଭ୍ ପିଟିସନ୍ ଖାରଜ । ସୁପ୍ରିମକୋର୍ଟ ପଓ୍ଵନର କ୍ୟୁରେଟିଭ୍ ପିଟିସନ୍ ଖାରଜ କରିଛନ୍ତି । ୪ ନିର୍ଭୟା ଦୋଷୀଙ୍କୁ ଆସନ୍ତାକାଲି ଫାଶୀ ଦିଆଯିବାର ଅଛି । ଏହା ପୂର୍ବରୁ ଦୋଷୀ ପଓ୍ଵନ ଗୁପ୍ତା ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ପିଟିସନ୍ ଦାଖଲ କରିଥିଲା । କୋର୍ଟ ତାର ପିଟିସନ୍ ଖାରଜ କରିଛନ୍ତି ।
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…
ଭୁବନେଶ୍ୱର(କେନ୍ୟୁଜ୍): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…
ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍ରେ କୋଲକାତା ନାଇଟ୍ ରାଇଡର୍ସ (KKR)…
ଭୁବନେଶ୍ୱର(କେନ୍ୟୁଜ୍): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…