ରାଜ୍ୟ

ଆଞ୍ଚଳିକ ବିକାଶ ଓ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବାରେ କିଟ୍ ଓ କିସ୍ ଅନୁଷ୍ଠାନ ସବୁଠାରୁ ଆଗୁଆ, ବିଧାନସଭାରେ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତଙ୍କୁ ସୁର ରାଉତରାୟଙ୍କ ପ୍ରଶଂସା

ଭୁବନେଶ୍ବର(କେନ୍ୟୁଜ୍):  କିଟ ବିଶ୍ୱବିଦ୍ୟାଳୟର ପଦକ୍ଷେପକୁ ପୁଣିଥରେ ପ୍ରଶଂସା କଲେ ବରିଷ୍ଠ ବିଧାୟକ ସୁରେଶ ରାଉତରାୟ। ଆଞ୍ଚଳିକ ବିକାଶ ଓ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବାରେ ବିଶ୍ୱବିଦ୍ୟାଳୟକୁ ପ୍ରଶଂସା କରିଛନ୍ତି ବିଧାୟକ। ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ପଦକ୍ଷେପକୁ ସେ ଭୁୟସୀ ପ୍ରଶଂସା କରିଛନ୍ତି।ଆଜି ବିଧାନସଭାରେ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗର ଖର୍ଚ୍ଚଦାବି ଆଲୋଚନାରେ ଭାଗ ନେଇ ସେ ଏହି ପ୍ରଶଂସା କରିଛନ୍ତି।

ପୂର୍ଵରୁ ବିଶ୍ୱବିଦ୍ୟାଳୟ ସମ୍ପର୍କିତ ଏକ bill ଆଲୋଚନାରେ ଭାଗ ନେଇ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ପ୍ରସଙ୍ଗ ଉଠାଇ ଗୃହରେ କିଟ ବିଶ୍ୱବିଦ୍ୟାଳୟର ପ୍ରଶଂସନୀୟ ପଦକ୍ଷେପ ଉପରେ ଗୃହର ଦୃଷ୍ଟି ଆକର୍ଷଣ କରିଥିଲେ ବିଧାୟକ ସୁରେଶ ରାଉତରାୟ।ସେହିପରି ପୂର୍ଵରୁ ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ ମଧ୍ୟ କିଟ ବିଶ୍ୱବିଦ୍ୟାଳୟକୁ ପ୍ରଶଂସା କରିଥିଲେ। କିଟ ବିଶ୍ୱବିଦ୍ୟାଳୟ ନିଜ ଉଦ୍ୟମରେ ଜାତୀୟ ସ୍ତରର ପ୍ରତିଭା ତିଆରି କରି ପାରୁଛନ୍ତି ବୋଲି କହିଥିଲେ।

KNews Bureau

Recent Posts

ଶ୍ରୀମନ୍ଦିରରେ ଅଣନିଶ୍ୱାସୀ, ଅସମ୍ଭାଳ ଭିଡ଼ ଭିତରେ କିଛି ଶ୍ରଦ୍ଧାଳୁଙ୍କୁ ମେଡିକାଲରେ ଭର୍ତ୍ତି

ପୁରୀ(କେନ୍ୟୁଜ): ଶ୍ରୀମନ୍ଦିରରେ ଅଣନିଶ୍ୱାସୀ । ପାଟଅଗଣାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ । ତେବେ ଭିଡ଼ ଭିତରେ କିଛି ଶ୍ରଦ୍ଧାଳୁଙ୍କୁ ମେଡିକାଲରେ…

8 mins ago

ସମ୍ପର୍କୀୟ ଶଳାର ଜୀବନ ନେଲା ଭିଣୋଇ

ମୋହନା(କେନ୍ୟୁଜ): ସମ୍ପର୍କୀୟ ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା…

31 mins ago

ଘର ଭିତରେ କନିଷ୍ଠ କିରାଣିଙ୍କ ମୃତଦେହ..

ରେଢାଖୋଲ(କେନ୍ୟୁଜ): ଘର ଭିତରେ ମୃତଦେହ। ଉଦ୍ଧାର ହେଲା କନିଷ୍ଠ କିରାଣିଙ୍କ ମୃତଦେହ । ମୃତକ ରେଢାଖୋଲ ନାକଟିଦେଉଳ ତହସିଲ କାର୍ଯ୍ୟାଳୟରେ…

52 mins ago

ଚର୍ଚ୍ଚରେ ଚୋରି କରିବା ସହ ଫାଦରଙ୍କୁ ମାଡ଼ ମାରିଲେ ଚୋର, ଘଟଣାର ଚାଲିଛି ତଦନ୍ତ

ରାଉରକେଲା(କେନ୍ୟୁଜ): ଚୋରମାନେ ଘର, ଦୋକାନ, ବଜାର ଓ ମନ୍ଦିରରୁ ଚୋରି କରୁଥିବା ତ ଆପଣମାନେ ଜାଣିଥିବେ । କିନ୍ତୁ ଚୋରମାନେ…

1 hour ago

ଏମିତି ଏକ ଗାଁ ଯେଉଁଠି ଦୋଳି ନାହିଁ ସତ କିନ୍ତୁ ରହିଛି ରଜ ପର୍ବର ଦୁଇ ଗୁଣା ଉତ୍ସାହ

ଭଞ୍ଜନଗର(କେନ୍ୟୁଜ): ଓଡ଼ିଶାର ଗଣ ପର୍ବ ରଜ । ଏଥିପାଇଁ ଉତ୍ସବ ମୁଖର ଗାଆଁଠୁ ସହର ।  ବସୁଧା, ପ୍ରକୃତି ମାତାଙ୍କୁ…

1 hour ago

ଉପବାଚସ୍ପତି ପଦ ପାଇଁ ବିରୋଧୀ ଦଳଙ୍କ ଦାବି, ନହେଲେ ବାଚସ୍ପତି ନିର୍ବାଚନ ଲଢ଼ିବାକୁ ଘୋଷଣା

ନୂଆଦିଲ୍ଲୀ:ଚସ୍ପତି ପଦକୁ ନେଇ ତେଜିଲା ବିବାଦ। ଆସନ୍ତା ୨୪ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲିବ…

2 hours ago