ରାଜ୍ୟ

ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ: ହେବେ ଓଇଆରସି ଅଧ୍ୟକ୍ଷ, ୨୮ରେ ସରୁଛି ମୁଖ୍ୟ ଶାସନ ସଚିବର କାର୍ଯ୍ୟକାଳ

ଭୁବନେଶ୍ୱର (କେନ୍ୟୁଜ): ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ମିଳିଲା ଦାୟିତ୍ୱ । ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଫେବୃଆରୀ ୨୮ରେ ସରିବାକୁ ଯାଉଛି। ଏବେ ସୁରେଶଙ୍କୁ ପରବର୍ତ୍ତୀ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଶକ୍ତି ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅନ୍ୟପଟେ ରାଜ୍ୟ ପ୍ରଶାସନର ନୂଆ ମୁଖିଆ ହେବେ ପ୍ରଦୀପ କୁମାର ଜେନା। ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ। ୨୦୨୧ ଆରମ୍ଭରୁ ମୁଖ୍ୟ ସଚିବ ଦାୟିତ୍ୱରେ ଥିଲେ ସୁରେଶ ମହାପାତ୍ର। ୨ ବର୍ଷ ୨ ମାସ ମୁଖ୍ୟ ସଚିବ ରହିବା ପରେ, ଆସନ୍ତା ୨୮ରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଛି। ତାଙ୍କ ପରେ କିଏ, ଏ ଚର୍ଚ୍ଚାର ଆଜି ଅନ୍ତ ଘଟିଛି। ଏହାସହ ପରବର୍ତ୍ତୀ ଉନ୍ନୟନ କମିଶନର ଭାବେ ଅନୁଗର୍ଗଙ୍କୁ ଦାୟିତ୍ୱ ଦିଆଯାଇଛି।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago