ରାଜ୍ୟ

ମୋ ବିରୋଧରେ ଚକ୍ରାନ୍ତ କରାଯାଇଛି, ଜାଣିଶୁଣି କାରଣ ଦର୍ଶାଅ ନୋଟିସ୍ ଦିଆଯାଇଛି: ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍): ମୋ ବିରୋଧରେ ଚକ୍ରାନ୍ତ କରାଯାଇଛି । ଜାଣିଶୁଣି ମତେ କାରଣ ଦର୍ଶାଅ ନୋଟିସ୍ ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ମୁଁ କେଉଁ ନେତାଙ୍କ ବିରୋଧରେ କିଛି କହିନାହିଁ । କାରଣ ଦର୍ଶାଅ ନୋଟିସର କାଲି ମୁଁ ଉତ୍ତର ରଖିବି । ଯଦି ମୋ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଏ ତେବେ ମୁଁ ଆଉ କେବେ କଂଗ୍ରେସ ଭବନ ଆସିବି ନାହିଁ ।

କିଏ ମୋ ବିରୋଧରେ ଚକ୍ରାନ୍ତ କରିଛି, ମୁଁ ଜାଣିଛି । ମତେ କାରଣ ଦର୍ଶାଅ ନୋଟିସ୍‌ ଦିଆଯାଇ ମୋ ପ୍ରତି ଅନ୍ୟାୟ କରାଯାଇଛି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ପଦ୍ମପୁର ଉପ ନିର୍ବାଚନ ଫଳାଫଳକୁ ନେଇ ଦଳ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ନୋଟିସ ହୋଇଛି । ୭ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛି କଂଗ୍ରେସ ଶୃଙ୍ଖଳା କମିଟି।

Sonalisa

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

8 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

15 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

31 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

36 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

50 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago