ଗଞ୍ଜାମ ଗୋବିନ୍ଦପୁର ଗ୍ରାମର ଟୁଟୁ ନାହାକ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଶୁଶାନ୍ତ ରଣାକୁ ଗିରଫ କଲା ପୋଲିସ୍

ଭଞ୍ଜନଗର(କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ଟୁଟୁ ନାହାକ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶୁଶାନ୍ତ ରଣାକୁ ଗିରଫ କରିଛି ପୋଲିସ୍ । ତା’ଠାରୁ ଗୋଟିଏ ମାଉଜର ଓ ଦୁଇ ରାଉଣ୍ଡ ଜୀବନ୍ତ ଗୁଳି ଜବତ ହୋଇଛି । ପୂର୍ବରୁ, ଏହି ହତ୍ୟା ଘଟଣାରେ ସଂପୃକ୍ତ ୬ ଜଣ ଗିରଫ ହୋଇଥିଲେ ।

ଗତ ଜୁଲାଇ ମାସରେ , ଟୁଟୁ ନାହାକ କୁ ଅପହରଣ ଓ ପରେ ଅତି ବିଭତ୍ସ ଭାବେ ହତ୍ୟା କରିଥିଲେ ଅଭିଯୁକ୍ତ ମାନେ । ମୃତଦେହକୁ ଜବତ ପରେ , ଘଟଣାର ତଦନ୍ତ କରି ଅଭିଯୁକ୍ତ ଙ୍କୁ ଧରିବାରେ ସଫଳ ହୋଇଥିଲା ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.