Categories: ରାଜ୍ୟ

ଭୁବନେଶ୍ୱର: ଲକ୍ଷ୍ମୀସାଗର ସବରସାହିରେ ନାବାଳିକାଙ୍କୁ ଅସଦାରଣ ମାମଲା, ସିସିଟିଭି ଫୁଟେଜ ଆଧାରରେ ଅଭିଯୁକ୍ତ ଗିରଫ

ଭୁବନେଶ୍ବର(କେନ୍ୟୁଜ୍): ରାଜଧାନୀରେ ବୁଲୁଥିବା ବଦ୍‌ମାସ ଲୋକ ଗିରଫ । ଲକ୍ଷ୍ମୀସାଗରରେ ଛାତ୍ରୀ ଅସଦାଚରଣ ଅଭିଯୋଗରେ ଅଭିଯୁକ୍ତକୁ ଗିରଫ କରିଛି କମିଶନରେଟ ପୋଲିସ । ପୂର୍ବରୁ ସିସିଟିଭିରେ ଭିଡିଓ ଆଧାରରେ ପୋଲିସ ଅଭିଯୁକ୍ତକୁ ଚିହ୍ନଟ କରିଥିଲା । କିଛି ଦିନ ତଳେ ଲକ୍ଷ୍ମୀସାଗର ଅଞ୍ଚଳରେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ସାଇକେଲରେ ଯାଉଥିବା ବେଳେ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ସବରସାହି ନିକଟରେ ଅସଦାଚରଣ ହୋଇଥିଲା । ନାବାଳିକା ଜଣକ ଟିଉସନ ଯାଉଥିବା ବେଳେ ଅଭିଯୁକ୍ତ ବାଇକରେ ଆସି ତାଙ୍କୁ ଅଟକାଇ ଅସଦାଚରଣ କରିଥିଲା । ବିଚ୍‌ ରାସ୍ତାରେ ଅସଦାଚରଣ ନେଇ ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ ।

 

KNews Bureau

Recent Posts

ଛେପ ପକାଇ ମୁହଁ ମସାଜ୍‌ କରୁଥିଲେ ସେଲୁନ୍‌ କର୍ମଚାରୀ, ସିସିଟିଭିରେ ଭିଡିଓ କଏଦ୍‌

ଆଜିକାଲି ପାର୍ଲର ଯିବା ଏକ ପ୍ରକାର ଫେସନ୍‌ ହୋଇଗଲାଣି । ଅଧିକାଂଶ ଯୁବପିଢ଼ି ପାର୍ଲର ଯିବାକୁ ପସନ୍ଦ କରିଥାଆନ୍ତି ।…

13 mins ago

ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ପର୍ଯ୍ୟଟକ, ଲାଇଫଗାର୍ଡଙ୍କ ଦ୍ୱାରା ଉଦ୍ଧାର

ଗୋପ : ଶେଷ  ରଜରେ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସମେତ ଚନ୍ଦ୍ରଭଗା ଓ ରାମଚଣ୍ଡୀ ପୀଠରେ ନାହିଁ ନଥିବା ଭିଡ଼…

14 mins ago

‘ଇଭିଏମ୍‌ କୌଣସି OTPରୁ ଖୋଲେ ନାହିଁ, ଏହା ଡିଭାଇସ୍‌ ସହ ସଂଯୁକ୍ତ ନୁହେଁ’, ହ୍ୟାକିଂ ଅଭିଯୋଗକୁ ଖଣ୍ଡନ କଲେ EC

ଇଭିଏମ୍ ଅନ୍‌ଲକ କରିବା ପାଇଁ କୌଣସି ଓଟିପିର ଆବଶ୍ୟକ ହୁଏନାହିଁ । ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହି…

27 mins ago

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୩ ଆହତ

ବେଗୁନିଆ : ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ । ବୋଲଗଡ ଦେଇ ଯାଇଥିବା ଜାତୀୟ ରାଜପଥର ପଞ୍ଚୁକୋଟ ନିକଟରେ ରାୟଗଡ଼ାରୁ…

31 mins ago

କୁଲରରେ ପରିଣତ ହେଲା ପୁରୁଣା ଟିଭି, ସୋଶିଆଲ ମିଡିଆରେ ଭିଡିଓ ଭାଇରାଲ୍‌

ଯୁଗାଡ଼କୁ ନେଇ ଭାରତରେ କୌଣସି ବିରତି ନାହିଁ । ଏଠାରେ ପ୍ରତ୍ୟେକ ସମସ୍ୟାର ସୁଲଭ ଏବଂ ଦୃଢ଼ ସମାଧାନ ରହିଛି…

34 mins ago

ହୁତୁ ହୁତୁ ହୋଇ ଜଳିଗଲା ୪ବଖରା ଚାଳଛପର ଘର

ଆଳି : ହୁତୁ ହୁତୁ ହୋଇ ଜଳିଗଲା ୪ବଖରା ଘର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ବଡ଼ମାନପୁର…

53 mins ago