ବାଲେଶ୍ୱର : ପିଲା ଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ । ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ରସୁଲପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଆଜି ଭୋର ସମୟରେ ୪ଜଣ ଦୃର୍ବୃତ୍ତ ଏକ କାରରେ ଆସି ଗାଁର ଅଭିମନ୍ୟୁ ବେହେରାଙ୍କ ଘରେ ପଶିବାକୁ ଉଦ୍ୟମ କରୁଥିଲେ ।
ପରିବାର ଲୋକଙ୍କ ନିଦ ଭାଙ୍ଗିଯିବାରୁ ଅଜଣା ଲୋକଙ୍କୁ ଦେଖି ଚିତ୍କାର କରିବା ପରେ ଗ୍ରାମବାସୀ ପହଞ୍ଚି ଦୁଇ ଯୁବକଙ୍କୁ କାବୁ କରିଥିଲେ । ତେବେ ଅନ୍ୟ ଦୁଇଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଯୁବକ ଦୁଇଜଣଙ୍କ ଠାରୁ କୌଣସି ସନ୍ତୋଷଜନକ ଉତ୍ତର ନ ପାଇବା ପରେ ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ ମାରିଥିବା ଜଣାପଡିଛି । ଖବର ପାଇ କମର୍ଦ୍ଦା ପୋଲିସ୍ ପହଁଚି ଦୁଇ ଜଣଙ୍କୁ ଉଦ୍ଧାର କରି ଅଧକ ତଦନ୍ତ କରୁଛି ।
ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…
ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…
ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା l ଘଟଣାକୁ…
ବାସୁଦେବପୁର : ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …
ସୋର : କୋଇଲା ବଗିରେ ଲାଗିଛି ନିଆଁ l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…