ଭୁବନେଶ୍ୱର (କେନ୍ୟୁଜ): ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ଭୁବନେଶ୍ବର ଏୟାର ଫିଲ୍ଡ ଥାନା ପୁନାମା ଗେଟ୍ ନିକଟରେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ମୃତକ ହେଲେ ୩୦ବର୍ଷର ପ୍ରିୟଙ୍କା ମିଶ୍ର। ଦୁଇ ବର୍ଷ ତଳେ ସେ ସୂରଜ ଦାସଙ୍କୁ ବିବାହ କରିଥିଲେ। ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ। ଏନେଇ ଥାନାରେ ଏତଲା ଦେଇଛନ୍ତି। ସ୍ବାମୀ ସୁରଜ ଦାସ ଙ୍କୁ ଏୟାର ଫିଲ୍ଡ ଥାନା ଅଟକ ରଖି ତଦନ୍ତ ଆରମ୍ଭ କରିଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…