ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର(କେନ୍ଯୁଜ୍): ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ। ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଜ ରୁମ ଝରକାରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ତେବେ ପରିବାରଲୋକେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ବଲାଙ୍ଗିର ପୋଲିସ ପହଞ୍ଚି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.