Below header

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ

ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ଘଟଗାଁ(କେନ୍ୟୁଜ୍): ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ଆଜି ସକାଳୁ ମୁଷଳ ନଦୀ ନିକଟ ବୁଦା ପାଖରେ ଯୁବତୀଙ୍କ ମୃତଦେହ ମିଳିଛି । ପାରିପାର୍ଶ୍ୱିକ ସ୍ଥିତିରୁ ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଗାଁ ଏସଡିପିଓ ଓ ହରିଚନ୍ଦନପୁର ପୋଲିସ ଘଟଣାର ତଦନ୍ତ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.