ରାଜ୍ୟ

ବିଦେଶିନୀ ପର୍ଯ୍ୟଟକଙ୍କୁ ଅସଦାଚରଣ ମାମଲା ; ଅଭିଯୁକ୍ତକୁ ୧୮ମାସ ସଶ୍ରମ କାରାଦଣ୍ଡାଦେଶ

ଭୁବନେଶ୍ବର (କେନ୍ୟୁଜ୍‌): ୪ ଦିନରେ ଚାର୍ଜସିଟ । ୨୮ ଦିନରେ ଆସିଲା ରାୟ । ଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ନିକଟରେ ବିଦେଶିନୀ ପର୍ଯ୍ୟଟକଙ୍କୁ ଅସଦାଚରଣ ମାମଲାରେ ଦଣ୍ଡାଦେଶ । ଅଭିଯୁକ୍ତ କୁଣ୍ଡୁ ମହାପାତ୍ରଙ୍କୁ ୧୮ମାସ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ବର ଜେଏମଏଫସି କୋର୍ଟ । ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ କୋର୍ଟରେ ମାମଲାର ଶୁଣାଣି ହୋଇ ରାୟ ପ୍ରକାଶ ପାଇଛି । ଗତ ୧୯ ତାରିଖରେ ଗିରଫ ହୋଇଥିଲା ଅଭିଯୁକ୍ତ କୁଣ୍ଡୁ ମହାପାତ୍ର। ପୀଡ଼ିତା କୋର୍ଟରେ ହାଜର ହେବା ପରେ ଅଭିଯୁକ୍ତ ଉପସ୍ଥିତିରେ ମାମଲାର ବିଚାର ଆରମ୍ଭ ହୋଇଥିଲା । ଗତ ମାସ ୧୮ ତାରିଖରେ ବିଦେଶିନୀ ପର୍ଯ୍ୟଟକଙ୍କୁ ଅସଦାଚରଣ କରିଥିଲା ଅଭିଯୁକ୍ତ କୁଣ୍ଡୁ ମହାପାତ୍ର ।

Sasmita

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

17 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

28 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

39 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago