Below header

ଗଣତନ୍ତ୍ର ଦିବସ ପରେଡରେ ପ୍ରଥମ ସ୍ଥାନ ପାଇଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ପ୍ରଥମ ସ୍ଥାନରେ ରହିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଗଣତନ୍ତ୍ର ଦିବସ କତ୍ତବ୍ୟ ପଥ ପରେଡରେ ଭାଗ ନେଇଥିବା ଓଡ଼ିଶା ପ୍ରଜ୍ଞାପନ ମେଢ଼ ପ୍ରଥମ ସ୍ଥାନ ଅଧିକାର କରିଛି। ବିଚାରପତିଙ୍କ ପସନ୍ଦବର୍ଗରେ ଶ୍ରେଷ୍ଠ ବିବେଚିତ ହୋଇଛି ।

ଭୁବନେଶ୍ୱର: ପ୍ରଥମ ସ୍ଥାନରେ ରହିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଗଣତନ୍ତ୍ର ଦିବସ କତ୍ତବ୍ୟ ପଥ ପରେଡରେ ଭାଗ ନେଇଥିବା ଓଡ଼ିଶା ପ୍ରଜ୍ଞାପନ ମେଢ଼ ପ୍ରଥମ ସ୍ଥାନ ଅଧିକାର କରିଛି। ବିଚାରପତିଙ୍କ ପସନ୍ଦବର୍ଗରେ ଶ୍ରେଷ୍ଠ ବିବେଚିତ ହୋଇଛି । ଦ୍ବିତୀୟ ସ୍ଥାନରେ ଗୁଜରାଟ ଓ ତୃତୀୟରେ ତାମିଲନାଡୁ ରହିଛି । ୩ ବର୍ଷ ପରେ ପ୍ରଦର୍ଶିତ ହୋଇଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ମହିଳା ସଶକ୍ତିକରଣ ଓ ଅର୍ଥନୈତିକ ଉନ୍ନତିର ବାର୍ତ୍ତା ଦେଇ ଦିଲ୍ଲୀ କର୍ତ୍ତବ୍ୟପଥରେ ଗଡ଼ିଥିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡରେ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୯ଟି ମନ୍ତ୍ରାଳୟର ୨୬ଟି ପ୍ରଜ୍ଞାପନ ମେଢ଼ ଅଂଶଗ୍ରହଣ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.