ଦରମା ଦଉନି କି ସନ୍ତୁଷ୍ଟି? ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ତହସିଲ ସେକ୍ସନ ଅଫିସର

ବଲାଙ୍ଗୀର(କେନ୍ୟୁଜ୍): ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ତହସିଲ ସେକ୍ସନ ଅଫିସର। ବଲାଙ୍ଗୀର ବେଲପଡା ତହସିଲ ସେକ୍ସନ ଅଫିସର ଯୁଗଳ କିଶୋର ରାଉତ। ଏକ ଜମିଜମା ମାମଲାରେ ଅଭିଯୋଗକାରୀଙ୍କ ସପକ୍ଷରେ ତହସିଲଦାରଙ୍କ ନିର୍ଦ୍ଦେଶ କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ। ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.