ଆନନ୍ଦପୁର(କେନ୍ୟୁଜ୍): ଆନନ୍ଦପୁର ଉପଖଣ୍ଡ ବିଭିନ୍ନ ସ୍ଥାନରେ ବେଆଇନ୍ ଭାବେ ପ୍ରସ୍ତୁତ ହେଉଥିବା ଇଟା ଭାଟି ଉପରେ ଚଢ଼ଉ।ସୂଚନା ମୁତାବକ ବିଭିନ୍ନ ସ୍ଥାନରେ ବେଆଇନ ଭାବେ ମାଟି ଇଟା ପ୍ରସ୍ତୁତ ହେଉଥିବା ଅଭିଯୋଗ ହେବା ପରେ ଆଜି ଆନନ୍ଦପୁର ତହସିଲଦାର ଚଢ଼ଉ କରି ବେଆଇନ ଇଟା ପ୍ରସ୍ତୁତ କରୁଥିବା ଲୋକମାନଙ୍କୁ ତାଗିଦ୍ କରିଛନ୍ତି। ଏଥିସହ ଲୋକମାନଙ୍କ ଠାରୁ ଜୋରିମାନା ମଧ୍ୟ ଆଦାୟ କରିଛନ୍ତି।
ଇଟା ଭାଟିର ଧୂଆଁରେ ସାଧାରଣ ଜନଜୀବନ ଅସ୍ତ ବ୍ୟସ୍ତ ହେଉଥିବାରୁ ବେଆଇନ ଇଟା ଭାଟି ଗୁଡିକୁ ତୁରନ୍ତ ବନ୍ଦ କରିବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି।
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…