ତାଳଚେର(କେନ୍ୟୁଜ୍) : ତାଳଚେରରେ ୧୨ଘଣ୍ଟିଆ ବନ୍ଦ। ୪ ଦଫା ଦାବିରେ ତାଳଚେର ସୁରକ୍ଷା ପରିଷଦ ପକ୍ଷରୁ ବନ୍ଦ ପାଳନ କରାଯାଉଛି। ଦୋକାନ, ବଜାର , ସ୍କୁଲ କଲେଜ ବନ୍ଦ ସହ ସରକାରୀ ଓ ବେସରକାରୀ ଅଫିସ ମଧ୍ୟ ବନ୍ଦ ରହିଛି। କୋଇଲା ପରିବହନ ମଧ୍ୟ ଠପ୍ ହୋଇଯାଇଛି। ଭୂତଳ କୋଇଲା ଖଣିରେ ବାଲି ଫିଲିଂ ସହ ତାଳଚେର ସହରବାସୀଙ୍କୁ ବିପଦମୁକ୍ତ କରାଯିବା, ଡାକ୍ତରଖାନାରେ ଆବଶ୍ୟକ ଡାକ୍ତର ନିଯୁକ୍ତି ଓ ତାଳଚେରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଦାବିରେ ଏହି ବନ୍ଦ ପାଳନ କରାଯାଉଛି।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…