୩ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ତାଳଚେର ବିଧାୟକ ବ୍ରଜ ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ): ୩ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ତାଳଚେର ବିଧାୟକ ବ୍ରଜ ପ୍ରଧାନ । ୧୦ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଇଡିରେ ହାଜର ହୋଇଥିଲେ ବ୍ରଜ ପ୍ରଧାନ। ବେଆଇନ ଖଣି କାରବାର ନେଇ ED ଜେରା କରିଥିବା ଜଣାପଡ଼ିଛି। ଗତ ୨୦ତାରିଖରେ ମଧ୍ୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଥିଲେ ବ୍ରଜ ପ୍ରଧାନ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.