ରାଜ୍ୟ

ବେଆଇନ ଜୁଆ ଆଡ୍ଡା ଉପରେ ଟାଙ୍ଗି ପୋଲିସର ଚଢାଉ, ୧୭ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଜବତ

ଟାଙ୍ଗି : ବେଆଇନ ଜୁଆ ଆଡ୍ଡା ଉପରେ ଚଢାଉ । କଟକ ଟାଙ୍ଗି ଥାନା ଅର୍ନ୍ତଗତ ମଙ୍ଗୁଳି ଛକ ଠାରେ ଟାଙ୍ଗି ପୋଲିସ ଚଢାଉ କରି ୧୭ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ୧୧ଟି ବାଇକ, ସ୍କୁଟି ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଜବତ କରିଛି । ସମସ୍ତ ଗିରଫ ଅଭିଯୁକ୍ତ ହେଲେ କଟକ, ଜଗତପୁର, ଚୌଦ୍ୱାର, ଚଣ୍ଡିଖୋଲ ଓ ଭୁବନେଶ୍ୱର ଅଞ୍ଚଳର ବୋଲି ଜଣାପଡିଛି । ତେବେ ଆସନ୍ତାକାଲି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଟାଙ୍କୀ ଥାନା ଅଧିକାରୀ ପଦାରବିନ୍ଦ ତ୍ରୀପାଠୀ ।

KNews Bureau

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

11 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

18 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

20 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

37 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

1 hour ago