ରାଜ୍ୟ

ସରିଲା ଛୁଟି, ଫେରିବେ କି ବ୍ରହ୍ମପୁରର ଡାକ୍ତର ସୁମିତ? ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତପସ୍ୱିନୀ

ବ୍ରହ୍ମପୁର(କେନ୍ଯୁଜ୍): ସରିଲା ଛୁଟି, ଫେରିବେ କି ସୁମିତ? କୁଆଡ଼େ ଗଲେ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ? ୫ ଦିନ ହେଲା ତାଙ୍କର ଖୋଜଖବର ନାହିଁ ? କେଉଁଠି ଅଛନ୍ତି କାହାକୁ ଜଣା ନାହିଁ । ଖୋଜୁଛନ୍ତି ପତ୍ନୀ ତପସ୍ୱିନୀ । ଥାନାରେ ଏତଲା ଦେବା ପରେ ଗତକାଲି ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତପସ୍ୱିନୀ । ପିଟିସନ୍‌ ଦାଖଲ କରିଛନ୍ତି ।

ଅନ୍ୟପଟେ ବାଲିସିରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀଙ୍କ କହିବା ଅନୁସାରେ ସୁମିତ ଆସନ୍ତାକାଲି ନିଜର ଚିକିତ୍ସା ପାଇଁ ବ୍ରହ୍ମପୁର ଯିବେ । ଏନେଇ ମେଲ୍‌ କରି ଜଣାଇଛନ୍ତି । ସେପଟେ ଆସ୍କା ଥାନାରୁ ରିପୋର୍ଟ ପାଇବା ପରେ ବ୍ରହ୍ମପୁର ଏସଡିଜେଏମ ପିଟିସନର ଶୁଣାଣି କରି କିିଛି ନିର୍ଦ୍ଦେଶ ଦେଇପାରନ୍ତି ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 min ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

11 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

22 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

51 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago