Categories: ରାଜ୍ୟ

ଇଞ୍ଜିନରେ ତ୍ରୁଟି ଥିବାରୁ ଅନୁଗୁଳ ବାମୁର ଷ୍ଟେସନରେ ଅଟକିଲା ତପସ୍ୱିନୀ ଏକ୍ସପ୍ରେସ

ଅନୁଗୁଳ: ତପସ୍ୱିନୀ ଏକ୍ସପ୍ରେସ ଇଞ୍ଜିନରେ ତ୍ରୁଟି । ଅନୁଗୁଳ ବାମୁର ଷ୍ଟେସନ ଅଟକିଲା ଟ୍ରେନ୍‌ । ପାଖାପାଖି ତିନି ଘଣ୍ଟା ଅଟକି ରହିଲା ଟ୍ରେନ୍‌ । ଏହି ଟ୍ରେନ୍‌ରେ ରହିଥିଲେ ସାଂସଦ ଜୁଏଲ ଓରାମ । ଟ୍ରେନ୍‌ଟି ପୁରୀରୁ ରାୟଗଡ଼ା ଯାଉଥିବା ବେଳେ ବାମୁରା ଷ୍ଟେସନ୍‌ରେ ତ୍ରୁଟି ଦେଖିବାକୁ ମିଳିଥିଲା ।

Sonalisa

Recent Posts

କାହାକୁ ମିଳିବ କେଉଁ ବିଭାଗ, ଆଜି ହୋଇପାରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ

ଭୁବନେଶ୍ୱର (କେନ୍ୟୁଜ): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ ।  କାହାକୁ ମିଳିବ କେଉଁ ବିଭାଗ ? ଖୁବଶୀଘ୍ର ମନ୍ତ୍ରୀମାନଙ୍କୁ ବିଭାଗ…

4 mins ago

ସୁନ୍ଦରଗଡ଼ର ଝିଅକୁ ବାହାହେବା ପାଇଁ ସୁଦୂର ରାଜସ୍ଥାନରୁ ଦୌଡ଼ି ଆସିଲେ ଦିବ୍ୟାଙ୍ଗ ଯୁବକ ଦୀନ ଦୟାଲ

ରାଉରକେଲା(କେନ୍ୟୁଜ): ଦିବ୍ୟାଙ୍ଗ ଯୁବକ ଯୁବତୀଙ୍କ ଫେସବୁକ୍ ପ୍ରେମ ଯୋଗୁଁ ରାଜସ୍ଥାନର ମଥପୁର ଗାଁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଲହଣ୍ଡା…

7 mins ago

ଟି୨୦ ବିଶ୍ବକପ: ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ

(କେନ୍ୟୁଜ): ଟି୨୦ ବିଶ୍ବକପରେ ଗତକାଲି ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ । ୧୧୧…

38 mins ago

ଓଡ଼ିଶାରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର: ଜାଣନ୍ତୁ ଆଉ କେଉଁଠି କେତେ ଅଛି ମୂଲ୍ୟ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

58 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago

କାଶୀପୁରରେ ଅଜଣା ରୋଗ ଆତଙ୍କ : ଗଲାଣି ୪ ଶିଶୁଙ୍କ ଜୀବନ

ରାୟଗଡା (କେନ୍ୟୁଜ): ରାୟଗଡା ଜିଲ୍ଲା କାଶୀପୁର ବ୍ଳକରେ ପୁଣି ଅଜଣା ରୋଗ ଆତଙ୍କ । ଦୁର୍ଗମ ଡଙ୍ଗାସିଲ ପଞ୍ଚାୟତ ଅନ୍ତର୍ଗତ…

1 hour ago