ରାଜ୍ୟ

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ହେଲେ ତରୁଣ ପାଣ୍ଡେ

କେନ୍ୟୁଜ୍(ବ୍ୟୁରୋ):ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କଲା ଦଳ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ତରୁଣଙ୍କ ନାଁରେ ମୋହର ମାରିଛନ୍ତି। ଏନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି।

ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିପାରେ ବିଜେପି । ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା ଜୋର ଧରୁଛି । ଏପଟେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିଭିନ୍ନ କାର୍ଯକ୍ରମରେ ସାମିଲ ହେଉଛନ୍ତି।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

5 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

20 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

30 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

41 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago