Below header

ଜଳିଗଲା ଟାଟା ମ୍ୟାଜିକ୍‌ ଭ୍ୟାନ୍‌, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

କେନ୍ଦୁଝର : ଜଳିଗଲା ଟାଟା ମ୍ୟାଜିକ୍‌ ଭ୍ୟାନ୍‌ । ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ । କେନ୍ଦୁଝର ଜିଲ୍ଲା ପାଟଣା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରୁ ୭ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଟାଟା ମ୍ୟାଜିକ୍‌ ଗାଡ଼ି ଧାନବେଣୀ ନିକଟରେ ହଠାତ୍‌ ନିଆଁ ଲାଗିଯାଇଥିଲା । ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ସୂଚନା ମିଳିଛି। ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ସମସ୍ତ ଛାତ୍ରଛାତ୍ରୀ ସୁରକ୍ଷିତ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.