ବ୍ରହ୍ମପୁର (କେନ୍ୟୁଜ): ବ୍ରହ୍ମପୁରରେ ଶିକ୍ଷକ ଦମ୍ପତି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାଯାଇଛି। ବ୍ରହ୍ମପୁର ପାଟପୁର ଥାନା ଡେଙ୍ଗାଡ଼ିରେ ଘଟିଛି ଏହି ଆତ୍ମହତ୍ୟା ଉଦ୍ୟମ। ଏଥିରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ସ୍ୱାମୀ ଗୁରୁତର ହୋଇପଡିଛନ୍ତି।
ଗୁରୁତର ଅବସ୍ଥାରେ ସ୍ୱାମୀଙ୍କୁ ବ୍ରହ୍ମପୁର MKCGରେ ଭର୍ତ୍ତି କରାଯାଇଛି। ଏହି ଶିକ୍ଷକ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଦୁଇ ବର୍ଷ ହେବ ସେମାନଙ୍କ ବାହାଘର ହୋଇଥିଲା। ତେବେ କଣ ପାଇଁ ସ୍ୱାମୀ, ସ୍ତ୍ରୀ ଦୁଇ ଜଣ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି, ସେନେଇ ପୋଲିସ ତଦନ୍ତ ଜାରି ରହିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…