ରାଜ୍ୟ

ଗାଁକୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଭ୍ୟାନ, ଘଟଣା ସ୍ଥଳରେ ଚାଲିଗଲା ଜୀବନ

 ଭଦ୍ରକ(କେନ୍ୟୁଜ୍):  ଦୁର୍ଘଟଣାରେ ଚାଲିଗଲା ଶିକ୍ଷକଙ୍କ ଜୀବନ । ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁପୁର ଛକରେ ଦୁର୍ଘଟଣା ଘଟିଛି । ବାଇକରେ ଭଦ୍ରକରୁ ନିଜ ଗାଁକୁ ଫେରୁଥିବା ବେଳେ ଏକ ଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ମୃତକ ହେଲେ କୌଳାଷ ଚନ୍ଦ୍ର ସ୍ୱାଇଁ । ସେ ଚାନ୍ଦବାଲି ବ୍ଲକ ମୁଆଁ ପ୍ରାଥମିକ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ । ତାଙ୍କ ମୃତ୍ୟୁରେ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Sasmita

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

21 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago