Categories: ରାଜ୍ୟ

ପୂରଣ ହେଉନି ପ୍ରତିଶୃତି ଆଉ ହଟୁନି ଧାରଣା, ରାଜରାସ୍ତାରେ ଶିକ୍ଷକ ପାଳିଲେ ନୂଆଁଖାଇ

ଭୁବନେଶ୍ବର(କେନ୍ଯୁଜ୍) : ଭୁବନେଶ୍ୱରରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚର ଆନ୍ଦୋଳନକୁ ଆଜି ମାସେ ପୁରିଲା। ତଥାପି ପୂରଣ ହେଉନି ସେମାନଙ୍କ ପ୍ରତିଶୃତି, ଆଉ ହଟୁନି ଧାରଣା। ରାଜରାସ୍ତାରେ ହିଁ ଗୁରୁଦିବସ, ଗଣେଶ ପୂଜା ପାଳନ କରିଥିବାବେଳେ ଆଜି ନୂଆଁକାଇ ମଧ୍ଯ ପାଳନ କରୁଛି ମଞ୍ଚ।

ସଚିବାଳୟରେ ଶିକ୍ଷକ ପ୍ରତିନିଧିଙ୍କ ସହ ସରକାରଙ୍କ ଆଲୋଚନା ବିଫଳ ହେବା ପରେ ଜାରି ରହିଛି ଧାରଣା। ଆଲୋଚନାରୁ କିଛି ସମାଧାନ ରାସ୍ତା ନ ଫିଟିବାରୁ ଧାରଣା ଚାଲିଛି। ପୂର୍ଣ୍ଣ ଅନୁଦାନ ପ୍ରଦାନ ସହ ଚାକିରୀ ସର୍ତ୍ତାବଳୀ ଲାଗୁ, ସପ୍ତମ ବେତନ କମିସନ ସୁପାରିସ ଲାଗୁ, ବକେୟା ଦରମା ପ୍ରଦାନ ଆଦି ବିଭିନ୍ନ ଦାବିରେ ଆନ୍ଦୋଳନ ଜାରି ରଖିଛି ସ୍କୁଲ କଲେଜ ମିଳିତ ମଞ୍ଚ ।

ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସଙ୍କ ବାସଭବନ ଘେରିଲେ ବ୍ଲକଗ୍ରାଣ୍ଟ ଶିକ୍ଷକ ଓ ଅଧ୍ୟାପକ

ସେପଟେ ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସଙ୍କ ବାଲେଶ୍ୱର ଜିଲ୍ଲା ଭୋଗରାଇସ୍ଥିତ ବାସଭବନ ଘେରିଲେ ବ୍ଲକ ଗ୍ରାଣ୍ଟ ଶିକ୍ଷକ ଓ ଅଧ୍ୟାପକ। ମାସେ ପରେ ମଧ୍ୟ ସେମାନଙ୍କ ଦାବି ପୂରଣ ହୋଇନଥିବାରୁ ୪୦୦ରୁ ଉର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ ମନ୍ତ୍ରୀଙ୍କ ବାସଭବନକୁ ଯାଇ ଗୁହାରୀ ଜଣାଇଥିଲେ।

KNews Bureau

Recent Posts

OnePlusର ସ୍ମାର୍ଟଫୋନରେ ମିଳୁଛି ଭାରି ଡିସକାଉଣ୍ଟ, ହାତ ଛଡ଼ା କରନ୍ତୁ ନାହିଁ ସୁଯୋଗ

ଯଦି ଆପଣ OnePlus ସ୍ମାର୍ଟଫୋନ୍ କିଣିବାକୁ ପ୍ଲାନ୍‌ କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ଖୁସି ଖବର ।…

13 mins ago

ଶ୍ରୀମନ୍ଦିର ଚାରିପଟେ ଆଲୋକୀକରଣ ବନ୍ଦ ହେବା ଘଟଣା, ଲାଇଟ ଖୋଲୁଥିବା ବେଳେ ୪ ଅଟକ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଆଲୋକ ଖୁଣ୍ଟି ଓ ଆଲୋକୀକରଣ ବନ୍ଦ ହେବା ଘଟଣା ।  ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

22 mins ago

BECIL ରେ ସୁଯୋଗ, ୧୨ଶ ପାସ୍‌ ଠାରୁ ଗ୍ରାଜୁଏସନ କରିଥିବା ପ୍ରାର୍ଥୀ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ବ୍ରଡକାଷ୍ଟ ଇଂଜିନିୟରିଂ କନସଲଟାଣ୍ଟ ଇଣ୍ଡିଆ ଲିମିଟେଡ (BECIL) ରେ…

29 mins ago

ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି, ଗତ ବର୍ଷ ୨ଜଣଙ୍କର ହୋଇଥିଲା ମୃତ୍ୟୁ

ମାଲକାନଗିରି (କେନ୍ୟୁଜ): ପୁଣି ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟ ପାଚେରୀ । କାଳବୈଶାଖୀ ବର୍ଷାରେ ନବ ନିର୍ମିତ ଏୟାରପୋର୍ଟର ସାମ୍ନାପଟ ପାଚେରୀ…

59 mins ago

ଟି୨୦ ବିଶ୍ୱକପ ୨୦୨୪ : ଅଭ୍ୟାସ କରୁଥିବା ବେଳେ ପୁଣି ରୋହିତ ଆହତ, ଚିନ୍ତାରେ ଫ୍ୟାନ୍ସ

ଟି୨୦ ବିଶ୍ବକପରେ ଆସନ୍ତାକାଲି ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନକୁ ଭେଟିବ ଭାରତ । ନ୍ୟୁୟର୍କ ନାସାଓ କାଉଣ୍ଟି କ୍ରିକେଟ ଷ୍ଟାଡିୟମରେ ହେବ…

1 hour ago

ଏୟାରଟେଲର ଦମଦାର ପ୍ଲାନ୍‌, ଫ୍ରିରେ ଦେଖିପାରିବେ ଭାରତ ଓ ପାକିସ୍ତାନର ଟି-20 ମ୍ୟାଚ୍‌

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -20 ଓ୍ଵାର୍ଲ୍ଡକପର ଏକ ବଡ଼ ମ୍ୟାଚ୍ ଖେଳାଯିବ। ଆପଣଙ୍କ ସ୍ମାର୍ଟ ଟିଭି, ମୋବାଇଲ୍,…

1 hour ago