Below header

ଭଦ୍ରକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସର୍ବଶିକ୍ଷା ଅଭିଯାନର ଟେକ୍ନିକାଲ କନସଲଣ୍ଟାଣ୍ଟ

ଭଦ୍ରକ(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ଟେକ୍ନିକାଲ କନସଲଣ୍ଟାଣ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌। ଭଦ୍ରକ ଜିଲ୍ଲା ସର୍ବଶିକ୍ଷା ଅଭିଯାନର ଟେକ୍ନିକାଲ କନସଲଣ୍ଟାଣ୍ଟ ବୈଲୋଚନ ପୁହାଣଙ୍କ ଘରେ ଚଡାଉ କରାଯାଉଛି। ସୂଚନା ମୁତାବକ ଭଦ୍ରକ ସହରରେ ଥିବା ନିଜ ଘର, ଅଫିସ ସହ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍‌ସ।

ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ଭଦ୍ରକ ଭିଜିଲାନ୍‌ସ ସହ ବାଲେଶ୍ୱର ଭିଜିଲାନ୍‌ସର ୫ଟି ଟିମ୍‌ ଏହି ଚଢାଉରେ ସାମିଲ ହୋଇଛନ୍ତି। ପୂର୍ବରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍‌ସ ନିକଟରେ ଅଭିଯୋଗ ହୋଇଥିଲା। ପରେ ଭିଜିଲାନ୍‌ସ ପକ୍ଷରୁ ଚଢାଉ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.