ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆରମ୍ଭ ହୋଇଯାଇଛି ଶୀତ ଲହରୀ। ଖସିବାରେ ଲାଗିଛି ପାରଦ। ୮ ସହରରେ ୧୫ ଡିଗ୍ରୀ ତଳେ ରହିଛି ତାପମାତ୍ରା। ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲସିସ୍ ରେକର୍ଡ କରାଯାଇଛି। ସେହିଭଳି ପୁଲବାଣୀରେ ୧୧.୫, କୋରାପୁଟରେ ୧୨ ଓ କେନ୍ଦୁଝରରେ ୧୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ପବନ ବୋହୁଥିବାରୁ ତାପମାତ୍ରା କମିବାରେ ଲାଗିଛି। ଅନ୍ୟପଟେ ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…