ରାଜ୍ୟ

ଡିସେମ୍ବର ୩୧ ପରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଖସିବା ସମ୍ଭାବନା, ଆଗାମୀ ୫ଦିନ ଯାଏ ହାଡ଼ଭଙ୍ଗା ଶୀତ

କେନ୍ୟୁଜ୍(ବ୍ୟୁରୋ):  ନୂଆବର୍ଷରେ ଆହୁରି ଥରାଇବ ଶୀତ। ଆଗାମୀ ୫ଦିନ ଯାଏ ହାଡ଼ଥରା ଜାଡ଼ରୁ ନିସ୍ତାର ନାହିଁ। ଡିସେମ୍ବର ୩୧ ପରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଖସିବା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ଡିଗ୍ରି ସେଲସିୟସ ତଳେ ରହିବ। ଉପକୂଳ ଜିଲ୍ଲାରେ ୧ରୁ ୨ଡିଗ୍ରି ସେଲସିୟସ୍‌ କମ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ଅପରିବର୍ତ୍ତିତ ରହିବ। ଗତ ୨୪ ଘଣ୍ଟାରେ ୧୦ ଡିଗ୍ରି ସେଲସିୟସ ତଳେ ରହିଛି ୬ ସହରର ତାପମାତ୍ରା। ଫୁଲବାଣୀରେ ରାତିର ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତାକାଲି ଓ ୩୦ ତାରିଖରେ ଅଧିକାଂଶ ଜିଲ୍ଲାରେ ସକାଳେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

59 mins ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

5 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

7 hours ago