ଭୁବନେଶ୍ୱର(କେନ୍ୟୁଜ୍): ପୁଣି ବଢିବ ତାତି । ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବାତ୍ୟା ରେମାଲ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି । ୨୪ ଘଣ୍ଟା ଯାଏ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ୨ଦିନ ପରେ ପାଗ ଶୁଖିଲା ରହିବା ସହ ଖରାର ପ୍ରକୋପ ବଢିବ ।
ତେବେ କେତେକ ସ୍ଥାନରେ ଆକାଶ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଆଗାମୀ ୫ଦିନରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…