ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ତାପମାତ୍ରା: ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ଥଣ୍ଡା କମିବ, ତାପମାତ୍ରା ବଢିବ। ରାଜ୍ୟରେ କିଛି ଦିନ ଧରି ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ଅନୁଭୂତ ହେଉଥିଲା। କିଛି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ତଳକୁ ଖସି ଆସିଥିଲା।

ଏବେ ପୁଣି ତାପମାତ୍ରା ବଢିବାରେ ଲାଗିଛି। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଲଗ୍ନ ଅ଼ଞ୍ଚଳରେ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ୧୪ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.