Categories: ରାଜ୍ୟ

ଭଦ୍ରକ ଚାନ୍ଦବାଲି ଦୁର୍ଗା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

ଭଦ୍ରକ(କେନ୍ୟୁଜ୍) : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଦୁର୍ଗା ମନ୍ଦିରରୁ ଲୁଟ୍‌ ଅଭିଯୋଗ । ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମନ୍ଦିରରେ ପଶି ମାଆଙ୍କ ରୂପା ମୁକୁଟ, ଖଣ୍ଡା ଓ ସୁନା ଅଳଙ୍କାର ଲୁଟି ନେଇଛି।

ଏଥିସହ ଦାନ ବାକ୍ସରୁ ମଧ୍ୟ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ ମନ୍ଦିର ପୂଜକ ମନ୍ଦିରର ଗ୍ରୀଲ ଭଙ୍ଗାଯାଇଥିବା ଦେଖିଥିଲେ । ପରେ ଚାନ୍ଦବାଲି ପୋଲିସ ପହଂଚି ଛାନଭିନ୍‌ ଆରମ୍ଭ କରୁଛି।

KNews Bureau

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

14 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

22 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

36 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

48 mins ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

56 mins ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago