ପୁରୀ ଏୟାରପୋର୍ଟ ନିର୍ମାଣ ପାଇଁ ଟେଣ୍ଡର, ପିପିପି ମୋଡ଼ରେ ୧୨ହଜାର ୨୦୩ କୋଟି ଟଙ୍କାର ଟେଣ୍ଡର

ପୁରୀ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ। ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ନେଇ ପିପିପି ମୋଡ଼ରେ ୧୨ହଜାର ୨୦୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ୩ବର୍ଷ ମଧ୍ୟରେ କାର୍ଯ୍ୟ ସମ୍ପାଦନ କରାଯିବ।

ପୁରୀ(କେନ୍ୟୁଜ) : ପୁରୀ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ। ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ନେଇ ପିପିପି ମୋଡ଼ରେ ୧୨ହଜାର ୨୦୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ୩ବର୍ଷ ମଧ୍ୟରେ କାର୍ଯ୍ୟ ସମ୍ପାଦନ କରାଯିବ। ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । ୨୧ ଏପ୍ରିଲରେ ଟେଣ୍ଡର ଖୋଲାଯିବ। ଇଡ଼କୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.