ରାଜ୍ୟ

ହଷ୍ଟେଲକୁ କେନ୍ଦ୍ର କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ହଷ୍ଟେଲକୁ କେନ୍ଦ୍ର କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି । ହଷ୍ଟେଲ ରୁମ ଆବଣ୍ଟନରେ ହେଉଥିବା ପାତର ଅନ୍ତରକୁ ବିରୋଧ କରି ଛାତ୍ରମାନେ କରିଛନ୍ତି ଆନ୍ଦୋଳନ । ଏହି ପାତର ଅନ୍ତର ନୀତିକୁ ବିରୋଧ କରି ପିଜି ଡିପାର୍ଟ ମେଣ୍ଟର ଦ୍ଵିତୀୟ ବର୍ଷର ଛାତ୍ର ପିଜି କାଉନସିଲ ସମ୍ମୁଖରେ ଧାରଣାରେ ବସିଛନ୍ତି ।

ହଷ୍ଟେଲରେ ସିଙ୍ଗିଲ ରୁମ ମିଳୁନଥିବା ନେଇ ଅଭିଯୋଗ କରିଥିଲେ ଛାତ୍ରଛାତ୍ରୀ । ଆଜି ଉତ୍ୟକ୍ତ ଛାତ୍ରଛାତ୍ରୀ ପିଜି କାଉନ୍ସିଲ ସମ୍ମୁଖରେ ଧାରଣାରେ ବସିବା ସହ ଏହି ଘଟଣାରେ ଭିସି ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି । ଘଟଣାର ସମାଧାନ ନହେଲେ ଧାରଣା ଜାରି ରହିବ ବୋଲି ଛାତ୍ରଛାତ୍ରୀ କହିଛନ୍ତି । କହିଲେ ଛାତ୍ର

Niharanjan

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

3 hours ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

4 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

5 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

5 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

6 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

6 hours ago