ଭୁବନେଶ୍ୱର ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ବିରୋଧ, ଉତ୍ତେଜନାକୁ ଦୃଷ୍ଟିରେ ରଖି ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ଭୁବନେଶ୍ୱର(କେନ୍ୟୁଜ୍): ଉଚ୍ଛେଦକୁ ନେଇ ଉତ୍ତେଜନା। ଭୁବନେଶ୍ୱର ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ବିରୋଧ। ହଠାତ୍‌ ଉଚ୍ଛେଦକୁ ନେଇ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଉଚ୍ଛେଦକୁ ବିରୋଧ କରିଛନ୍ତି। ଉତ୍ତେଜନାକୁ ଦୃଷ୍ଟିରେ ରଖି ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବିଡିଏ ପକ୍ଷରୁ ଗଣେଶ ମଣ୍ଡପ ହାଟ ଉଚ୍ଛେଦ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.