ରାଜ୍ୟ

ଗଣେଶ ମୂର୍ତ୍ତି ଭସାଣୀକୁ ନେଇ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ, ୪ରୁ ଅଧିକ ମହିଳା ଓ ପୁରୁଷ ଆହତ

 ହିଞ୍ଜିଳିକାଟୁ (କେନ୍ୟୁଜ୍): ଗଣେଶ ମୂର୍ତ୍ତି ଭସାଣୀକୁ ନେଇ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ । ୪ରୁ ଅଧିକ ମହିଳା ଓ ପୁରୁଷ ଆହତ ହୋଇ ହିଞ୍ଜିଳିକାଟୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ବୁରୁପଡ଼ା ଗାଁରେ ଏହି ଅଘଟଣ ଘଟିଛି। ୪୦ରୁ ଅଧିକ ଯୁବକ ମୂର୍ତ୍ତି ବିସର୍ଜନ ପାଇଁ ଶୋଭାଯାତ୍ରା କରୁଥିଲେ।

ଶୋଭାଯାତ୍ରା କାଳୀମନ୍ଦିର ସାହି ଗଣେଶ ମେଢ଼ ନିକଟରେ ପହଞ୍ଚିବା ପରେ ଶୋଭାଯାତ୍ରାରେ ସାମିଲ ଥିବା କିଛି ଯୁବକ ତୋରଣକୁ ଭଙ୍ଗାରୁଜା କରିଥିଲେ। ଏହି ଘଟଣାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଗୋଟିଏ ଗୋଷ୍ଠୀର ୧୦ରୁ ଅଧିକ ଯୁବକ ଉତ୍‌କ୍ଷିପ୍ତ ହୋଇ ଅନ୍ୟ ଗୋଷ୍ଠୀର ଲୋକଙ୍କୁ ଲୁହାରଡ୍‌ରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି।

Sonalisa

Recent Posts

ପରକ୍ରିୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ପ୍ରତାପ ପିହାଣ । ନିଜ ସ୍ତ୍ରୀକୁ ମାର ଧର…

12 seconds ago

ବାଣ ବିସ୍ପୋରଣ ମାମଲା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ ।  ଏଥିସହ ମୃତ୍ୟୁସଂଖ୍ୟା ୧୧କୁ…

5 mins ago

ନୀଳାଞ୍ଚଳ ଏକ୍ସପ୍ରେସ ଉପରେ ଛିଡ଼ି ପଡ଼ିଲା ଓଭରହେଡ୍‌ ତାର, ୨ ଯାତ୍ରୀ ଗୁରୁତର

ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଥିବା ରାଞ୍ଚି ରେଳ ବିଭାଗରେ ହୋଇଛି ବଡ଼ ଦୁର୍ଘଟଣା । ଏଠାରେ ଟ୍ରେନ୍ ଉପରେ…

6 mins ago

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

53 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

55 mins ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

1 hour ago