ସମ୍ବଲପୁର ଜୟନ୍ତପୁରରେ ଥିବା ପିଚୁ ଫ୍ୟାକ୍ଟ୍ରିିରେ ଭୟାବହ ଅଗ୍ନିକାଣ୍ଡ

ସମ୍ବଲପୁର(କେନ୍ଯୁଜ୍): ସମ୍ବଲପୁର ଜୟନ୍ତପୁରରେ ଥିବା ପିଚୁ ଫ୍ୟାକ୍ଟ୍ରିିରେ ଭୟାବହ ଅଗ୍ନିକାଣ୍ଡ । ନିଆଁଲିଭା କାର୍ଯ୍ୟରେ ୩ଟି ଦମକଳ ଗାଡି ନିୟୋଜିତ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ରାତି ୯ଟା ସମୟରେ ଶ୍ରମିକମାନେ କାମ କରୁଥିବା ବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା ।

ତେବେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ଛାରଖାର ହୋଇଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.