ରାଜ୍ୟ

ଚୌଦ୍ୱାର ଚାରିବାଟିଆ ସ୍ଥିତ ARC ପରିସରରେ ଭୟାବହ ଅଣ୍ଡିକାଣ୍ଡ, ନିଆଁ ଲିଭା କାମରେ ୬ଟି ଦମକଳ ବାହୀନି ନିୟୋଜିତ

ଚୌଦ୍ୱାର: ARCରେ ନିଆଁ । ଚୌଦ୍ୱାର ଚାରିବାଟିଆ ସ୍ଥିତ ARC ପରିସରରେ ଭୟାବହ ଅଣ୍ଡିକାଣ୍ଡ । କ୍ୱାର୍ଟର ଓ ଘାସ ଗୋଦାମ ନିକଟରେ ନିଆଁ ଲାଗିଛି । ନିଆଁ ଲିଭା କାମରେ ୬ଟି ଦମକଳ ବାହୀନି ନିୟୋଜିତ ଅଛନ୍ତି ।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ନିଆଁ ଆୟତ୍ତ କରିବାକୁ ଚେଷ୍ଟା ଜାରି । କେହି ଦୃବୁର୍ତ୍ତ ARC ବାହାରେ ଥିବା ଖରି ବଣରେ ନିଆଁ ଲଗାଇ ଦେବା ଫଳରେ ନିଆଁ ଏ ଆର୍‌ ସି ପରିସର ଭିତରକୁ ବ୍ୟାପି ଯାଇଥିବା ଜଣାପଡିଛି । ARC ଚାରିପଟେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Sonalisa

Recent Posts

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

10 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

30 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

52 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

1 hour ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

1 hour ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

1 hour ago