କେନ୍ୟୁଜ୍(ବ୍ୟୁରୋ): କମିବ ବର୍ଷା। ଆଗାମୀ ୨ଦିନ କମ୍ ରହିବ ବର୍ଷାର ପରିମାଣ। ହେଲେ ଆକାଶ ମେଘୁଆ ରହିବ। ୩ ଦିନ ପରେ ପୁଣି ଉପକୂଳ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର। ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାସହ ନିମ୍ନଚାର ରେଖା ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଗାମୀ ୨୪ ଘଣ୍ଟାରେ ସୁନ୍ଦରଗଡ, ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ଅଞ୍ଚଳରେ ଆକାଶ ମେଘାଚ୍ଛନ ରହିବ। କିନ୍ତୁ ବର୍ଷାର ସମ୍ଭାବନା ଯଥେଷ୍ଟ କମ୍ ରହିଛି।..
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…