ରାଜ୍ୟ

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ହେବ ଯାଞ୍ଚ, ଚିଠି ଲେଖି ଅନୁମତି ମାଗିଛି ASI

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ହେବ ଯାଞ୍ଚ। ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖି ଅନୁମତି ମାଗିଛି ASI। ଅଗଷ୍ଟ ୮ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଲେ ASI ସୁପରିଟେଣ୍ଡେଣ୍ଟ। ରାଜ୍ୟ ଆଇନ ବିଭାଗକୁ ମଧ୍ୟ ଚିଠି ଲେଖିଛନ୍ତି ASI ସୁପରିଟେଣ୍ଡେଣ୍ଟ। ପ୍ଲାଷ୍ଟର ଖରାପ ଥିବାରୁ ରତ୍ନଭଣ୍ଡାର ଖୋଲିବାର ବ୍ୟବସ୍ଥା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି।

ପୂର୍ବରୁ ବାହାର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରାଯାଇଥିବାରୁ ଏବେ ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏହି ଚିଠି ଲେଖାଯାଇଛି। ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା। ତେବେ ଚାବି ହଜିଯାଇଥିବା ଯୋଗୁଁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରିନଥିଲା। ପ୍ଲାଷ୍ଟର ଖରାପ ଥିବାରୁ ଶ୍ରୀମନ୍ଦିର ପ୍ରଶାସନ ଭିତର ରତ୍ନଭଣ୍ଡାର ଖୋଲିବାକୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

Sonalisa

Recent Posts

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

10 mins ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

12 mins ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

46 mins ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

59 mins ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

1 hour ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

1 hour ago