Below header

ଟ୍ରେନରୁ ଉଦ୍ଧାର ହେଲା ଦୁଇ ଦିନର ଶିଶୁ ପୁତ୍ର, ଜନ୍ମ ଦେଇ ମା ଫେରାର

ଟ୍ରେନରୁ ଉଦ୍ଧାର ହେଲା ଦୁଇ ଦିନର ଶୁଶୁ ପୁତ୍ର । ଖୋର୍ଦ୍ଧା ରୋଡ଼ ଷ୍ଟେସନରୁ ଏକ ଟ୍ରେନରୁ ଉଦ୍ଧାର କରିଲା ଆରପିଏଫ। ଦୁଇ ଦିନର ଶିଶୁକୁ ଜନ୍ମ କରିଥିବା ମା ଟ୍ରେନରେ ଛାଡିଦେଇଥିବା ନେଇ ସନ୍ଦେହ ।

ଖୋର୍ଦ୍ଧା (କେନ୍ୟୁଜ): ସକାଳୁ ସକାଳୁ ଟ୍ରେନରୁ ଉଦ୍ଧାର ହେଲା ଦୁଇ ଦିନର ଶିଶୁ ପୁତ୍ର ପୁତ୍ର । ଖୋର୍ଦ୍ଧା ରୋଡ଼ ଷ୍ଟେସନରୁ ଏକ ଟ୍ରେନରୁ ଉଦ୍ଧାର କରିଲା ଆରପିଏଫ। ଦୁଇ ଦିନର ଶିଶୁକୁ ଜନ୍ମ କରିଥିବା ମା ଟ୍ରେନରେ ଛାଡିଦେଇଥିବା ନେଇ ସନ୍ଦେହ । ଆରପିଏଫ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପାଇଁ ନେଇଛି ଚିକିତ୍ସାଳୟ । ଶିଶୁ ପୁତ୍ରକୁ କିଏ ଟ୍ରେନରେ ରଖିଲା ସେନେଇ ତଦନ୍ତ ଆରମ୍ଭ କରିଛି ଆରପିଏଫ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.