Categories: ରାଜ୍ୟ

୨୦୨୦ ଜାନୁଆରିରେ ଭୁବନେଶ୍ୱରରେ ହେବ ପ୍ରଥମ ବୃହତ ଆଇଟି କନ୍‌ଭେନ୍‌ସନ, କିଟ ବିଶ୍ୱବିଦ୍ୟାଳୟ ପରିସରରେ ହେବ ଆୟୋଜନ

ଭୁବନେଶ୍ବର(କେନ୍ୟୁଜ୍):  ୨୦୨୦ ଜାନୁଆରିରେ ଭୁବନେଶ୍ୱରରେ ହେବ ପ୍ରଥମ ବୃହତ ଆଇଟି କନ୍‌ଭେନ୍‌ସନ। କଂପ୍ୟୁଟର ସୋସାଇଟି ଅଫ ଇଣ୍ଡିଆ ପକ୍ଷରୁ ଆୟୋଜିତ ହେବାକୁ ଥିବା ୫୩ତମ ସିଏସଆଇ କନ୍‌ଭେନ୍‌ସନ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଡିଜିଟାଲ ଡେମୋକ୍ରେସି- ଆଇଟି ଫର ଚେଞ୍ଚ ଶୀର୍ଷକରେ ହେବାକୁ ଥିବା କନଭେନ୍‌ସନ ଜାନୁଆରି ୧୮ରୁ ୨୦ ତାରିଖ ଯାଏ ଅନୁଷ୍ଠିତ ହେବ। ରାଜ୍ୟ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। କିଟ ଓ କିସ ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଓ ସିଏସ୍‌ଆଇ ପ୍ରଫେସର ଏକେ ନାୟକ ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ଏନେଇ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସିଏସଆଇ ୨୦୨୦ କନଭେନ୍‌ସନ ମେଣ୍ଟର ପ୍ରଫେସର ସସ୍ମିତା ସାମନ୍ତ

 

 

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago