Below header

ରାସ୍ତା କଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ମାରି ଫିଙ୍ଗିଦେଇଥିବା ସନ୍ଦେହ

ରାସ୍ତା କଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ମୁଣ୍ଡରେ ତାଙ୍କର ଗଭୀର ଆଘାତ ଲାଗିଛି । କଣ୍ଟାବାଞ୍ଜି ଥାନା ଝୁପଡ଼ିପଡାରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି ।

କଣ୍ଟାବାଞ୍ଜି (କେନ୍ୟୁଜ): ମାରି ଫିଙ୍ଗିଦେଲେ! । ରାସ୍ତା କଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ମୁଣ୍ଡରେ ତାଙ୍କର ଗଭୀର ଆଘାତ ଲାଗିଛି । କଣ୍ଟାବାଞ୍ଜି ଥାନା ଝୁପଡ଼ିପଡାରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ଭବାନୀପାଟଣାର ଜଗନ୍ନାଥ ଗହୀର । ଝୁଡ଼ିପଡ଼ାସ୍ଥିତ ତାଙ୍କ ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଆସିଥିଲେ। ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା । ପୂର୍ବ ଶତ୍ରୁତା ନା ଅନ୍ୟ କିଛି କାରଣ ଅସ୍ପଷ୍ଟ ରହିଛି । କଣ୍ଟାବାଞ୍ଜି ପୋଲିସ ମୃତଦେହ ଜବତ କରି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.