ରାଜ୍ୟ

ଘର ଭିତରୁ ମାଆ ଓ ପୁଅର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବ୍ରହ୍ମପୁର (କେନ୍ୟୁଜ) : ମା’ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ । ଗଞ୍ଜାମ ଜରଡ଼ା ଥାନା ଚୁଡ଼ିଆଲାଞ୍ଜି ଗାଁରେ ଘଟିଛି ଅଭାବନୀୟ ଘଟଣା । ଘର ଭିତରୁ ଶୋଇଥିବା ଅବସ୍ଥାରେ ମାଆ ଓ ୬ ବର୍ଷ ପୁଅର ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣଙ୍କ ହେଲେ ଡି. ନିଳାବେଣୀ । ମୃତ୍ୟୁର କାରଣ ଜଣାପଡ଼ି ନାହିଁ ।

ଆଜି ସକାଳେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ନିଳାବେଣୀ ଘରର କବାଟ ଖୋଲି ନଥିଲେ । ଏନେଇ ପାଖ ପଡ଼ୋଶୀଙ୍କର ସନ୍ଦେହ ହୋଇଥିଲା ।  ପରେ ପୋଲିସକୁ ଖବର ଦେଇଥିଲେ ।   ପୋଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

 

Barsha

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

9 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

9 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago