Below header

ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର, ପାରିବାରିକ କଳହ ସନ୍ଦେହ

ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର । କଟକ ଜିଲ୍ଲା ବଡ଼ମ୍ବା ବ୍ଲକ ମାଣିଆବନ୍ଧ ଗାଁରେ ଅଭାବନୀୟ ଘଟଣା। ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି।

କଟକ (କେନ୍ୟୁଜ): ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର । କଟକ ଜିଲ୍ଲା ବଡ଼ମ୍ବା ବ୍ଲକ ମାଣିଆବନ୍ଧ ଗାଁରେ ଅଭାବନୀୟ ଘଟଣା । ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଗାଁର ନିତ୍ୟାନନ୍ଦ ମହାପାତ୍ର ଓ ସ୍ତ୍ରୀ ଶାନ୍ତିଲତା ମହାପାତ୍ର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପାରିବାରିକ କଳହରୁ ଦମ୍ପତି ଜୀବନ ହାରିଥିବା ଅନୁମାନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.