Below header

ମନ୍ଦିର ପୂଜାରୀଙ୍କ ହାତ ଗୋଡ଼ ବନ୍ଧା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କୋରାପୁଟ ଜାତୀୟ ରାଜପଥ ପାର୍ଶ୍ବରେ ଥିବା ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜାରୀ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମନ୍ଦିର ପଛରେ ନିଜ ବାସଭବନରେ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଛି।

କୋରାପୁଟ (କେନ୍ୟୁଜ): କୋରାପୁଟ ଜାତୀୟ ରାଜପଥ ପାର୍ଶ୍ବରେ ଥିବା ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜାରୀ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମନ୍ଦିର ପଛରେ ନିଜ ବାସଭବନରେ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଛି।

ଘରର ଆସବାବ ପତ୍ର ଏଣେ ତେଣେ ପଡ଼ିଥିବା ବେଳେ ପୂଜାରୀଙ୍କ ହାତ ଗୋଡ଼ ବନ୍ଧା ହୋଇଥିବା ମୃତ ଦେହ ଦେଖି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ କୋରାପୁଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଜାରି ରହିଛି ବୋଲି ପୋଲିସ ସୂଚନା ଦେଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.