ରାଜ୍ୟ

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ମା’

ଭଞ୍ଜନଗର (କେନ୍ୟୁଜ): ଗଛରେ ଝୁଲୁଥିବା ଅବସ୍ଥାରେ ଯୁବକଙ୍କ ମୃତଦେହ ଠାବ । ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଆଠଗଡ଼ପାଣା ଗାଁ ନିକଟରେ ଘଟିଛି ଏଭଳି ଘଟଣା । ମୃତ ଯୁବକ ଜଣକ ସେହି ଗାଁ ର ଦେବରାଜ ଓରଫ୍ ନରୋତ୍ତମ ପୋଲାଇ । କୌଣସି କାମରେ ବାହାରକୁ ଯାଇ , ଗତ ରାତିରୁ ଘରକୁ ଫେରିନଥିଲେ । ଆଜି ସକାଳୁ ଗାଁ ହାଇସ୍କୁଲ ପଡିଆ ନିକଟରେ ଥିବା ଏକ ବଡ ଗଛରେ ତାଙ୍କ ମୃତଦେହ ଝୁଲି ରହିଥିବା ଦେଖିବାକୁ ମିଳିଥିଲା।

ପାରିପାର୍ଶ୍ବିକ ଅବସ୍ଥା ରୁ ଏହା ଆତ୍ମହତ୍ୟା ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଥିବା ବେଳେ , ମୃତକଙ୍କ ମା’ କିନ୍ତୁ ଅଭିଯୋଗ କରିଛନ୍ତି ତାଙ୍କ ପୁଅକୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇଛି । ତେବେ ମୃତ୍ୟୁ ର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ପୋଲିସ ପକ୍ଷରୁ ଏ ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇନଥିବା ବେଳେ , ପୋଲିସ୍ ର ତଦନ୍ତ ଏବଂ ବ୍ୟବଛେଦ ରିପୋର୍ଟ ପରେ, ପ୍ରକୃତ କାରଣ ସ୍ପଷ୍ଟ ହେବ ।

Barsha

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

14 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

20 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

33 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago